Online Bible

- Reklamy -




ଦ୍ଵିତୀୟ ବିବରଣ 29:29 - ପବିତ୍ର ବାଇବଲ

29 “ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର ମାତ୍ର ଆମ୍ଭେମାନେ ଯେମନ୍ତ ଏହି ବ୍ୟବସ୍ଥାର ସବୁ ବାକ୍ୟ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ବଂଶାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

Viz kapitola kopírovat

ଓଡିଆ ବାଇବେଲ

29 ଗୁପ୍ତ ବିଷୟ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟ ସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

Viz kapitola kopírovat




ଦ୍ଵିତୀୟ ବିବରଣ 29:29

Následuj nás:

Reklamy


Reklamy