Online Bible

- Reklamy -




ଦ୍ଵିତୀୟ ବିବରଣ 29:5 - ପବିତ୍ର ବାଇବଲ

5 ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ୍ ବର୍ଷ ମରୁ ଅଞ୍ଚଳରେ ଆଗେଇ ଆଣିଲେ ତୁମ୍ଭେମାନେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରି ନ ଥିଲା। ତୁମ୍ଭର ଜୋତା ମଧ୍ୟ ନଷ୍ଟ ହୋଇ ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଜୀର୍ଣ୍ଣ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ଜୀର୍ଣ୍ଣ ହୋଇ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

5 ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଆମ୍ଭେ ଏହି ପ୍ରାନ୍ତରରେ ଚାଳିଶ ବର୍ଷ କାଳ ତୁମ୍ଭମାନଙ୍କୁ ଗମନ କରାଇଅଛୁ; ତୁମ୍ଭମାନଙ୍କ ବସ୍ତ୍ର ତୁମ୍ଭମାନଙ୍କ ଶରୀରରେ ଅଭାବ ହୋଇ ନାହିଁ ଓ ତୁମ୍ଭ ପାଦୁକା ତୁମ୍ଭ ପାଦରେ ନଷ୍ଟ ହୋଇ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 29:5

Následuj nás:

Reklamy


Reklamy