ଦ୍ଵିତୀୟ ବିବରଣ 29:8 - ପବିତ୍ର ବାଇବଲ8 କିନ୍ତୁ ଆମ୍ଭେ ସେହି ଦେଶ ତାଙ୍କଠାରୁ ଛଡ଼ାଇ ଆଣି ରୁବେନ୍ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କୁ ଦେଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ-ବଂଶକୁ ଦେଲୁ। Viz kapitolaଓଡିଆ ବାଇବେଲ8 ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଆମ୍ଭେମାନେ ସେମାନଙ୍କ ଦେଶ ନେଇ ଅଧିକାର କରିବା ନିମନ୍ତେ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଦେଲୁ। Viz kapitola |