Online Bible

- Reklamy -




ଦ୍ଵିତୀୟ ବିବରଣ 29:9 - ପବିତ୍ର ବାଇବଲ

9 ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେସବୁରେ କୁଶଳତା ପ୍ରାପ୍ତ ହେବ।

Viz kapitola kopírovat

ଓଡିଆ ବାଇବେଲ

9 ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏନିମନ୍ତେ ତୁମ୍ଭେମାନେ ଏହି ନିୟମର ସକଳ ବାକ୍ୟ ମାନି ପାଳନ କର, ତହିଁରେ ତୁମ୍ଭେମାନେ ଯାହା ଯାହା କରିବ, ସେହି ସବୁରେ କୁଶଳତା ପ୍ରାପ୍ତ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 29:9

Následuj nás:

Reklamy


Reklamy