Online Bible

- Reklamy -




ଦ୍ଵିତୀୟ ବିବରଣ 3:11 - ପବିତ୍ର ବାଇବଲ

11 ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓ‌‌ଗ୍‌‌ର ଖଟଟି ଲୁହାରେ ତିଆରି ହୋଇଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଗ୍ଭରି ହାତ। ସେହି ଖଟଟି ଏବେ ମଧ୍ୟ ରବ୍ବାରେ ଅଛି ଯେଉଁଠାରେ ଅମ୍ମୋନ ସନ୍ତାନଗଣ ବାସ କରୁଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ)।

Viz kapitola kopírovat

ଓଡିଆ ବାଇବେଲ

11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 (ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।

Viz kapitola kopírovat




ଦ୍ଵିତୀୟ ବିବରଣ 3:11

Následuj nás:

Reklamy


Reklamy