Online Bible

- Reklamy -




ଦ୍ଵିତୀୟ ବିବରଣ 3:12 - ପବିତ୍ର ବାଇବଲ

12 “ତେଣୁ ଆମ୍ଭେମାନେ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟରଠାରୁ ସେହି ସମସ୍ତ ଦେଶ ନିଜର କରଗତ କଲୁ, ସେଥିରୁ ମୁଁ ଗିଲିୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତାହାର ନଗରଗୁଡ଼ିକୁ ରୁବେନ୍ ବଂଶକୁ ଓ ଗାଦ୍ ବଂଶକୁ ଦେଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନ ବଂଶକୁ ଓ ଗାଦ ବଂଶକୁ ଦେଲି।

Viz kapitola kopírovat

ଓଡିଆ ବାଇବେଲ

12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।

Viz kapitola kopírovat




ଦ୍ଵିତୀୟ ବିବରଣ 3:12

Následuj nás:

Reklamy


Reklamy