Online Bible

- Reklamy -




ଦ୍ଵିତୀୟ ବିବରଣ 3:14 - ପବିତ୍ର ବାଇବଲ

14 ମନଃଶିର ପୁତ୍ର ଯାୟୀର ଗଶ୍ୱରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର (ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସେହି ଅଞ୍ଚଳକୁ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ଯ୍ୟନ୍ତ ବାଶନକୁ ହବୋତ୍-ଯାୟୀର ବୋଲି ଡକାଯାଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍-ଯାୟୀର ରଖିଲା)।

Viz kapitola kopírovat

ଓଡିଆ ବାଇବେଲ

14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର ରଖିଲା)।

Viz kapitola kopírovat




ଦ୍ଵିତୀୟ ବିବରଣ 3:14

Následuj nás:

Reklamy


Reklamy