ଦ୍ଵିତୀୟ ବିବରଣ 3:16 - ପବିତ୍ର ବାଇବଲ16 ଏବଂ ଗିଲିୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା ପର୍ଯ୍ୟନ୍ତ ସମସ୍ତ ଭୂମି ଏବଂ ଉପତ୍ୟକାର ମଧ୍ୟସ୍ଥାନ ଓ ତାହାର ସୀମା ସମସ୍ତ ଏବଂ ସେଠାରୁ ଅମ୍ମୋନୀୟମାନଙ୍କର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ ମୁଁ ରୁବେନ୍ ଓ ଗାଦ୍ ଗୋଷ୍ଠୀକୁ ଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ୍-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ ନଦୀ ପର୍ଯ୍ୟନ୍ତ; Viz kapitolaଓଡିଆ ବାଇବେଲ16 ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍ ନଦୀ ପର୍ଯ୍ୟନ୍ତ; Viz kapitola |