Online Bible

- Reklamy -




ଦ୍ଵିତୀୟ ବିବରଣ 3:24 - ପବିତ୍ର ବାଇବଲ

24 ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏମନ୍ତ ପରମେଶ୍ୱର ଆଉ କିଏ ଅଛି।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?

Viz kapitola kopírovat

ଓଡିଆ ବାଇବେଲ

24 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?

Viz kapitola kopírovat




ଦ୍ଵିତୀୟ ବିବରଣ 3:24

Následuj nás:

Reklamy


Reklamy