Online Bible

- Reklamy -




ଦ୍ଵିତୀୟ ବିବରଣ 3:25 - ପବିତ୍ର ବାଇବଲ

25 ମୁଁ ବିନତି କରୁଛି, ମୋତେ ସେପାରିକି ଯିବାକୁ ଦିଅ, ଯର୍ଦ୍ଦନର ସେପାରିସ୍ଥ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ।

Viz kapitola kopírovat

ଓଡିଆ ବାଇବେଲ

25 ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”

Viz kapitola kopírovat




ଦ୍ଵିତୀୟ ବିବରଣ 3:25

Následuj nás:

Reklamy


Reklamy