ଦ୍ଵିତୀୟ ବିବରଣ 3:26 - ପବିତ୍ର ବାଇବଲ26 “ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ। ଆଉ ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭର ଯଥେଷ୍ଟ ହେଲାଣି। ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, ତୁମ୍ଭର ଯଥେଷ୍ଟ ହେଲାଣି; ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ। Viz kapitolaଓଡିଆ ବାଇବେଲ26 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ। Viz kapitola |