ଦ୍ଵିତୀୟ ବିବରଣ 3:27 - ପବିତ୍ର ବାଇବଲ27 ପିସ୍ଗାର ଶୃଙ୍ଗକୁ ଚଢ଼ିଯାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡ଼େ ତୁମ୍ଭ ନିଜ ଆଖିରେ ସେହି ଦେଶକୁ ଦେଖ, କାରଣ ତୁମ୍ଭେ କେବେ ଯର୍ଦ୍ଦନ ନଦୀ ପାର ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ। Viz kapitolaଓଡିଆ ବାଇବେଲ27 ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପିସ୍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ। Viz kapitola |