ଦ୍ଵିତୀୟ ବିବରଣ 3:28 - ପବିତ୍ର ବାଇବଲ28 କିନ୍ତୁ ଯିହୋଶୂୟଙ୍କୁ ଆଜ୍ଞା ଦିଅ, ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ। ତୁମ୍ଭେମାନେ ଯେଉଁ ଦେଶ ଦେଖିବ। ତାହା ସେ ସେମାନଙ୍କୁ ଅଧିକାର କରାଇବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)28 ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ। Viz kapitolaଓଡିଆ ବାଇବେଲ28 ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।” Viz kapitola |