ଦ୍ଵିତୀୟ ବିବରଣ 3:3 - ପବିତ୍ର ବାଇବଲ3 “ତେଣୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ବାଶନର ରାଜା ଓଗ୍ ଉପରେ ଆମ୍ଭକୁ ବିଜୟ ପ୍ରଦାନ ଦେଲେ। ଆମ୍ଭେମାନେ ତାଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ହତ୍ୟା କଲୁ ଏବଂ କେହି ଜଣେବି ରହିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ। Viz kapitolaଓଡିଆ ବାଇବେଲ3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ। Viz kapitola |