ଦ୍ଵିତୀୟ ବିବରଣ 30:1 - ପବିତ୍ର ବାଇବଲ1 “ମୁଁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହା ସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ଯ୍ୟପାଇଁ ଆଶୀର୍ବାଦ ଓ ମନ୍ଦକାର୍ଯ୍ୟ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ପଠାଇବେ। ସେଠାରେ ତୁମ୍ଭେମାନେ ସ୍ମରଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଶାପ ଥୋଇଲି, ସେସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେସବୁ ସ୍ମରଣ କରିବ; Viz kapitolaଓଡିଆ ବାଇବେଲ1 ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ; Viz kapitola |