ଦ୍ଵିତୀୟ ବିବରଣ 30:10 - ପବିତ୍ର ବାଇବଲ10 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaଓଡିଆ ବାଇବେଲ10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ। Viz kapitola |