Online Bible

- Reklamy -




ଦ୍ଵିତୀୟ ବିବରଣ 30:15 - ପବିତ୍ର ବାଇବଲ

15 “ଆଜି ଆମ୍ଭେ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ ଏବଂ ଭଲ ଓ ମନ୍ଦ ମଧ୍ୟରୁ ଗୋଟିକୁ ବାଛିବାକୁ ଦେଇଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଲି।

Viz kapitola kopírovat

ଓଡିଆ ବାଇବେଲ

15 ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ଆଜି ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମଙ୍ଗଳ, ପୁଣି ମରଣ ଓ ଅମଙ୍ଗଳ ରଖିଅଛି।

Viz kapitola kopírovat




ଦ୍ଵିତୀୟ ବିବରଣ 30:15

Následuj nás:

Reklamy


Reklamy