ଦ୍ଵିତୀୟ ବିବରଣ 30:18 - ପବିତ୍ର ବାଇବଲ18 ତେବେ ତୁମ୍ଭେମାନେ ଧ୍ୱଂସ ହେବ। ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମୁଖ ହେବ। ଯର୍ଦ୍ଦନର ସେପାରିସ୍ଥ ଭୂମିରେ ଯେଉଁଠାକୁ ତୁମ୍ଭେମାନେ ଯିବା ପାଇଁ ପ୍ରସ୍ତୁତ ସେଠାରେ ତୁମ୍ଭେମାନେ ବେଶିଦିନ ବଞ୍ଚିପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ। Viz kapitolaଓଡିଆ ବାଇବେଲ18 ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରୁଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବା ପାଇଁ ଯର୍ଦ୍ଦନ ପାର ହୋଇ ଯାଉଅଛ, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ ନାହିଁ। Viz kapitola |