Online Bible

- Reklamy -




ଦ୍ଵିତୀୟ ବିବରଣ 30:19 - ପବିତ୍ର ବାଇବଲ

19 “ଆଜି ମୁଁ ସ୍ୱର୍ଗ ଓ ପୃଥିବୀକୁ ଡାକୁଛି, ସାକ୍ଷୀରୂପେ ଜୀବନ ଓ ମୃତ୍ୟୁ, ଆଶୀର୍ବାଦ ଓ ଅଭିଶାପ, ଏହା ଭିତରୁ ମୁଁ ତୁମ୍ଭକୁ ପସନ୍ଦ କରିବାକୁ ଦେଇଛି। ତେଣୁ ତୁମ୍ଭେମାନେ ଜୀବନକୁ ବାଛ। ତେବେ ତୁମ୍ଭେ ଓ ତୁମ୍ଭର ପିଲାମାନେ ବଞ୍ଚି ପାରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଲିନ୍ତଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;

Viz kapitola kopírovat

ଓଡିଆ ବାଇବେଲ

19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି ଯେ, ମୁଁ ତୁମ୍ଭ ସମ୍ମୁଖରେ ଜୀବନ ଓ ମରଣ, ଆଶୀର୍ବାଦ ଓ ଅଭିଶାପ ରଖିଅଛି; ଏନିମନ୍ତେ ତୁମ୍ଭେ ଓ ତୁମ୍ଭର ବଂଶ ଯେପରି ବଞ୍ଚିବ, ଏଥିପାଇଁ ଜୀବନ ମନୋନୀତ କର;

Viz kapitola kopírovat




ଦ୍ଵିତୀୟ ବିବରଣ 30:19

Následuj nás:

Reklamy


Reklamy