ଦ୍ଵିତୀୟ ବିବରଣ 30:20 - ପବିତ୍ର ବାଇବଲ20 ତୁମ୍ଭେମାନେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ ଓ ଭଲ ପାଇବ। ତାଙ୍କୁ ମାନି ଚଳିବ। ତାଙ୍କୁ କଦାପି ଛାଡ଼ିବ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଜୀବନ, ଏବଂ ସଦାପ୍ରଭୁ ତୁମ୍ଭକୁ ଦୀର୍ଘ ଜୀବନ ଦେବେ ସେହି ଦେଶରେ, ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଏବଂ ଯାକୁବଙ୍କୁ କହିଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ। Viz kapitolaଓଡିଆ ବାଇବେଲ20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ। Viz kapitola |