ଦ୍ଵିତୀୟ ବିବରଣ 30:6 - ପବିତ୍ର ବାଇବଲ6 ତୁମ୍ଭେମାନେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦୟ ସହିତ ପରମେଶ୍ୱରଙ୍କୁ ପ୍ରେମ କରିବ। ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ। Viz kapitolaଓଡିଆ ବାଇବେଲ6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ। Viz kapitola |