ଦ୍ଵିତୀୟ ବିବରଣ 30:8 - ପବିତ୍ର ବାଇବଲ8 ଏବଂ ତୁମ୍ଭେମାନେ ପୁନ୍ନରାୟ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁଁ ଆଜି ତୁମ୍ଭମାନଙ୍କୁ କହୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitolaଓଡିଆ ବାଇବେଲ8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ। Viz kapitola |