ଦ୍ଵିତୀୟ ବିବରଣ 31:11 - ପବିତ୍ର ବାଇବଲ11 ସେ ସମୟରେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ। Viz kapitolaଓଡିଆ ବାଇବେଲ11 ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ। Viz kapitola |