ଦ୍ଵିତୀୟ ବିବରଣ 31:12 - ପବିତ୍ର ବାଇବଲ12 ସମସ୍ତ ଲୋକମାନଙ୍କୁ ଏକତ୍ର କର, ପୁରୁଷ ଲୋକ, ସ୍ତ୍ରୀଲୋକ, ଛୋଟପିଲା ଏବଂ ବିଦେଶୀୟମାନେ ଯେଉଁମାନେ ତୁମ୍ଭ ନଗରରେ ବାସ କରୁଛନ୍ତି। ସେମାନେ ମଧ୍ୟ ଏହି ବ୍ୟବସ୍ଥା ଶୁଣିବେ। ସେମାନେ ମଧ୍ୟ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କୁ ଭକ୍ତି ଓ ସମ୍ମାନ କରିବେ। ଏହା ପରେ ସେମାନେ ବ୍ୟବସ୍ଥା ଅନୁସାରେ କର୍ମ କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ଵାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ। Viz kapitolaଓଡିଆ ବାଇବେଲ12 ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପା’ନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେମାନେ ଯେପରି ତାହା ଶୁଣି ଶିକ୍ଷା ପାʼନ୍ତି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗୀ ହୁଅନ୍ତି, ଏଥିପାଇଁ ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଓ ବାଳକ ଓ ଆପଣା ନଗରଦ୍ୱାରବର୍ତ୍ତୀ ବିଦେଶୀ ସମସ୍ତ ଲୋକଙ୍କୁ ସମାଜରେ ଏକତ୍ର କରିବ। Viz kapitola |