Online Bible

- Reklamy -




ଦ୍ଵିତୀୟ ବିବରଣ 31:13 - ପବିତ୍ର ବାଇବଲ

13 ତହିଁରେ ସେମାନଙ୍କର ବଂଶଧରମାନେ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେକାଳ ପ୍ରାଣ ଧାରଣ କରିବ, ସେତେବେଳେ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବାକୁ ଶିକ୍ଷା କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବାକୁ ଶିକ୍ଷା କରିବେ।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେ କାଳ ପ୍ରାଣ ଧାରଣ କରିବ, ସେତେ କାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସେମାନଙ୍କ ଯେଉଁ ସନ୍ତାନଗଣ ଏସବୁ ଜାଣି ନାହାନ୍ତି, ସେମାନେ ତାହା ଶୁଣିବେ ଓ ଯେଉଁ ଦେଶ ଅଧିକାର କରିବାକୁ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରେ ଯେତେକାଳ ପ୍ରାଣ ଧାରଣ କରିବ, ସେତେକାଳ ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ଶିଖିବେ।”

Viz kapitola kopírovat




ଦ୍ଵିତୀୟ ବିବରଣ 31:13

Následuj nás:

Reklamy


Reklamy