Online Bible

- Reklamy -




ଦ୍ଵିତୀୟ ବିବରଣ 31:14 - ପବିତ୍ର ବାଇବଲ

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ମୃତ୍ୟୁର ସମୟ ଆସିଗଲା। ଯିହୋଶୂୟଙ୍କୁ ଡାକ, ତୁମ୍ଭେ ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ। ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭ ମରଣ ଦିନ ଆସି ପହୁଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି ଦୁହେଁ ସମାଗମ-ତମ୍ଵୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ଵୁରେ ଠିଆ ହେଲେ।

Viz kapitola kopírovat

ଓଡିଆ ବାଇବେଲ

14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 31:14

Následuj nás:

Reklamy


Reklamy