Online Bible

- Reklamy -




ଦ୍ଵିତୀୟ ବିବରଣ 31:16 - ପବିତ୍ର ବାଇବଲ

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ। ଏହା ପରେ ଏହି ଲୋକମାନେ ଉଠିବେ। ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନରେ ବିଦେଶୀୟ ଦେବଗଣର ଅନୁଗାମୀ ହୋଇ ବ୍ୟଭିଗ୍ଭର କରିବେ ଓ ଆମ୍ଭକୁ ତ୍ୟାଗ କରିବେ। ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭେ ଆପଣା ପିତୃଲୋକଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ ଓ ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।

Viz kapitola kopírovat

ଓଡିଆ ବାଇବେଲ

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 31:16

Následuj nás:

Reklamy


Reklamy