ଦ୍ଵିତୀୟ ବିବରଣ 31:18 - ପବିତ୍ର ବାଇବଲ18 ଆମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ନାହିଁ, କାରଣ ସେମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେ ଯେ କୁକର୍ମ କରିବେ, ତହିଁ ନିମନ୍ତେ ସେ ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା। Viz kapitolaଓଡିଆ ବାଇବେଲ18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସେମାନେ ଅନ୍ୟ ଦେବତାଗଣ ପ୍ରତି ଫେରି ଯେଉଁ ଯେଉଁ କୁକର୍ମ କରିବେ, ତହିଁ ନିମନ୍ତେ ସେହି ସମୟରେ ଆମ୍ଭେ ଅବଶ୍ୟ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା। Viz kapitola |