Online Bible

- Reklamy -




ଦ୍ଵିତୀୟ ବିବରଣ 31:19 - ପବିତ୍ର ବାଇବଲ

19 “ତେଣୁ ଏହି ସଙ୍ଗୀତ ଲେଖ, ଏବଂ ଇସ୍ରାଏଲ ଲୋକମାନଙ୍କୁ ଶିକ୍ଷା ଦିଅ। ତେବେ ଏହି ସଙ୍ଗୀତ ମୋ’ ପାଇଁ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ସାକ୍ଷୀ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।

Viz kapitola kopírovat

ଓଡିଆ ବାଇବେଲ

19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।

Viz kapitola kopírovat




ଦ୍ଵିତୀୟ ବିବରଣ 31:19

Následuj nás:

Reklamy


Reklamy