ଦ୍ଵିତୀୟ ବିବରଣ 31:2 - ପବିତ୍ର ବାଇବଲ2 ମୋଶା ଇସ୍ରାଏଲକୁ କହିଲେ, “ମୋତେ 120 ବର୍ଷ ହେଲାଣି। ମୁଁ ଆଉ ତୁମ୍ଭମାନଙ୍କୁ ଆଗେଇ ନେଇ ପାରିବି ନାହିଁ। ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯର୍ଦ୍ଦନ ପାର ହୋଇଯିବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ସେମାନଙ୍କୁ କହିଲେ, ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ। Viz kapitolaଓଡିଆ ବାଇବେଲ2 ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇ ଯିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’ Viz kapitola |