ଦ୍ଵିତୀୟ ବିବରଣ 31:20 - ପବିତ୍ର ବାଇବଲ20 ଆମ୍ଭେ ସେମାନଙ୍କୁ ସେହି ଦେଶକୁ ନେଇଯିବା, ଯେଉଁ ଦେଶ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ପ୍ରତିଜ୍ଞା କରିଅଛୁ। ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନେ ଗଲା ପରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତି ଓ ହୃଷ୍ଟପୁଷ୍ଟ ହେବେ। ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ସେମାନେ ମୋର ନିୟମକୁ ପ୍ରତ୍ୟାଖାନ କରିବେ ଓ ଲଙ୍ଘନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitolaଓଡିଆ ବାଇବେଲ20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ। Viz kapitola |