ଦ୍ଵିତୀୟ ବିବରଣ 31:26 - ପବିତ୍ର ବାଇବଲ26 “ଏହି ବ୍ୟବସ୍ଥା ପୁସ୍ତକ ନିଅ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଭିତରେ ରଖ। ତାହା ସେଠାରେ ତୁମ୍ଭ ବିରୁଦ୍ଧରେ ସାକ୍ଷୀରୂପେ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ୍କ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ଵରୂପ ହୋଇ ରହିବ। Viz kapitolaଓଡିଆ ବାଇବେଲ26 “ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 “ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ। Viz kapitola |