Online Bible

- Reklamy -




ଦ୍ଵିତୀୟ ବିବରଣ 31:27 - ପବିତ୍ର ବାଇବଲ

27 ମୁଁ ଜାଣେ ତୁମ୍ଭେମାନେ ଶକ୍ତଗ୍ରୀବ ଅଟ। ମୁଁ ଜାଣେ ତୁମ୍ଭେ ତୁମ୍ଭ ବାଟରେ ଚଳିବାକୁ ଗ୍ଭହଁ। ଦେଖ ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମୋର ମରଣ ପରେ ତୁମ୍ଭେମାନେ କେତେ ଅଧିକ ନ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ମାନିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?

Viz kapitola kopírovat

ଓଡିଆ ବାଇବେଲ

27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ’ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ?

Viz kapitola kopírovat




ଦ୍ଵିତୀୟ ବିବରଣ 31:27

Následuj nás:

Reklamy


Reklamy