ଦ୍ଵିତୀୟ ବିବରଣ 31:28 - ପବିତ୍ର ବାଇବଲ28 ତୁମ୍ଭମାନଙ୍କର ପ୍ରାଚୀନବର୍ଗମାନଙ୍କୁ ଓ ପରିବାରବର୍ଗମାନଙ୍କୁ ମୋ’ ନିକଟରେ ଏକତ୍ର କର। ମୁଁ ସେମାନଙ୍କୁ ଏହି କଥାମାନ କହିବି। ସ୍ୱର୍ଗ ଓ ପୃଥିବୀ ମୋର ସାକ୍ଷୀ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣ-ଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି। Viz kapitolaଓଡିଆ ବାଇବେଲ28 ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋ’ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେମାନେ ଆପଣା ଆପଣା ବଂଶର ପ୍ରାଚୀନବର୍ଗଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ମୋʼ ନିକଟରେ ଏକତ୍ର କର; ମୁଁ ସେମାନଙ୍କ କର୍ଣ୍ଣଗୋଚରରେ ଏହିସବୁ କଥା କହି ସେମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରିବି। Viz kapitola |