ଦ୍ଵିତୀୟ ବିବରଣ 31:6 - ପବିତ୍ର ବାଇବଲ6 ତୁମ୍ଭେ ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେମାନେ ସେହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ଯ୍ୟ କରିବେ ନାହିଁ କିଅବା ଛାଡ଼ିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ। Viz kapitolaଓଡିଆ ବାଇବେଲ6 ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।” Viz kapitola |