ଦ୍ଵିତୀୟ ବିବରଣ 31:7 - ପବିତ୍ର ବାଇବଲ7 ଏହା ପରେ ମୋଶା ଯିହୋଶୂୟଙ୍କୁ ଡାକିଲେ। ସମସ୍ତ ଇସ୍ରାଏଲୀୟମାନଙ୍କ ସମ୍ମୁଖରେ ମୋଶା ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ସେହି ଦେଶକୁ ଆଗେଇ ନେବ ଯେଉଁ ଦେଶ ଦେବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚୁକ୍ତି କରିଥିଲେ। ସେହି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ। Viz kapitolaଓଡିଆ ବାଇବେଲ7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କୁୁ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିରେ ମୋଶା ଯିହୋଶୂୟଙ୍କୁ ଡାକି ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତାଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶକୁ ତୁମ୍ଭେ ଏହି ଲୋକଙ୍କ ସହିତ ଯିବ; ଆଉ ତୁମ୍ଭେ ସେମାନଙ୍କୁ ତାହା ଅଧିକାର କରାଇବ। Viz kapitola |