ଦ୍ଵିତୀୟ ବିବରଣ 31:8 - ପବିତ୍ର ବାଇବଲ8 ସଦାପ୍ରଭୁ ତୁମ୍ଭମାନଙ୍କୁ ଆଗେଇ ନେବେ। ସେ ସ୍ୱୟଂ ତୁମ୍ଭମାନଙ୍କ ସହିତ ରହିବେ। ସେ ତୁମ୍ଭକୁ ବିପଦରେ ପକାଇବେ ନାହିଁ କି ତ୍ୟାଗ କରିବେ ନାହିଁ। ହତାଶ ହୁଅ ନାହିଁ, ଭୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ ; ଭୟ କର ନାହିଁ, କି ହତାଶ ହୁଅ ନାହିଁ। Viz kapitolaଓଡିଆ ବାଇବେଲ8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସଦାପ୍ରଭୁ, ସେ ଆପେ ତୁମ୍ଭର ଅଗ୍ରଗାମୀ ହୋଇ ଗମନ କରୁଅଛନ୍ତି; ସେ ତୁମ୍ଭର ସଙ୍ଗୀ ହେବେ, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ତୁମ୍ଭକୁ ତ୍ୟାଗ କରିବେ ନାହିଁ; ଭୟ କର ନାହିଁ, କି ହତାଶ ହୁଅ ନାହିଁ।” Viz kapitola |