ଦ୍ଵିତୀୟ ବିବରଣ 31:9 - ପବିତ୍ର ବାଇବଲ9 ଏହା ପରେ ମୋଶା ବ୍ୟବସ୍ଥା ଲେଖି ଲେବୀ ବଂଶୀୟ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବାହକ ଥିଲେ। ମୋଶା ଇସ୍ରାଏଲ ପ୍ରାଚୀନବର୍ଗମାନଙ୍କୁ ମଧ୍ୟ ଏହି ବ୍ୟବସ୍ଥା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନ-ବର୍ଗଙ୍କଠାରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ9 ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ମୋଶା ଏହି ବ୍ୟବସ୍ଥା ଲେଖି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟ ଯାଜକମାନଙ୍କୁ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗଙ୍କଠାରେ ସମର୍ପଣ କଲେ। Viz kapitola |