Online Bible

- Reklamy -

ଦ୍ଵିତୀୟ ବିବରଣ 32:10 - ପବିତ୍ର ବାଇବଲ

10 “ସଦାପ୍ରଭୁ ଯାକୁବଙ୍କୁ ପ୍ରାନ୍ତର ଦେଶରେ ଓ ପଶୁ ବୋବାଳି ପୂର୍ଣ୍ଣ ଘୋର ମରୁଭୂମିରୁ ପାଇଲେ, ସେ ତାହାଙ୍କୁ ଗ୍ଭରିଆଡ଼କୁ ଘେରି ରଖିଲେ। ସେ ତାହାଙ୍କୁ ସୁରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ୟବାନ୍ ସମ୍ପତ୍ତି ପରି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।

Viz kapitola kopírovat

ଦ୍ଵିତୀୟ ବିବରଣ 32:10

Následuj nás:

Reklamy

Reklamy