ଦ୍ଵିତୀୟ ବିବରଣ 32:14 - ପବିତ୍ର ବାଇବଲ14 ସଦାପ୍ରଭୁ ଇସ୍ରାଏଲ ଗୋଦଧି ଓ ଛାଗଦୁଗ୍ଧ ଦେବା ସହିତ ମେଷ ମେଦ, ବାଶନଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ଅଟା ଓ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଗୋଦଧି ଓ ଛାଗଦୁଗ୍ଧ ସହିତ ମେଷମେଦ ଓ ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ। Viz kapitolaଓଡିଆ ବାଇବେଲ14 ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ। Viz kapitola |