ଦ୍ଵିତୀୟ ବିବରଣ 32:15 - ପବିତ୍ର ବାଇବଲ15 “କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟ ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ। ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ଵରଙ୍କୁ ତ୍ୟାଗ କଲାପ, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitolaଓଡିଆ ବାଇବେଲ15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା। Viz kapitola |