ଦ୍ଵିତୀୟ ବିବରଣ 32:16 - ପବିତ୍ର ବାଇବଲ16 ସଦାପ୍ରଭୁଙ୍କର ଲୋକମାନେ ତାଙ୍କୁ ଈର୍ଷା କଲେ। ସେମାନେ ଅନ୍ୟ ଦେବଗଣଙ୍କର ପୂଜା କଲେ। ସେମାନେ ପ୍ରତିମା ପୂଜା କଲେ। ଏବଂ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ଵାରା ସେମାନେ ତାହାଙ୍କୁ ବିରକ୍ତ କଲେ। Viz kapitolaଓଡିଆ ବାଇବେଲ16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ। Viz kapitola |