ଦ୍ଵିତୀୟ ବିବରଣ 32:20 - ପବିତ୍ର ବାଇବଲ20 ତେଣୁ ସଦାପ୍ରଭୁ କହିଲେ, ‘ଆମ୍ଭେ ତାଙ୍କଠାରୁ ଦୂର ହେବା, ତା'ପରେ ଦେଖିବା ତାଙ୍କର କ’ଣ ହେଉଛି। ସେମାନେ ବିଦ୍ରୋହୀ ଲୋକ ସେମାନେ ଏପରି ସନ୍ତାନ ଯେଉଁମାନଙ୍କର କିଛି ବିଶ୍ୱସ୍ତତା ନାହିଁ Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ସେ କହିଲେ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତା; ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ଵସ୍ତତା ନାହିଁ। Viz kapitolaଓଡିଆ ବାଇବେଲ20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ’ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ। Viz kapitola |