Online Bible

- Reklamy -




ଦ୍ଵିତୀୟ ବିବରଣ 32:24 - ପବିତ୍ର ବାଇବଲ

24 ସେମାନେ ଭୋକ ଯୋଗୁଁ କ୍ଷୀଣ ହେବେ। ସେମାନେ ବ୍ୟାଧିର ଜ୍ୱଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ। ମୁଁ ସେମାନଙ୍କ ବିରୁଦ୍ଧରେ ସେମାନଙ୍କୁ ଦଂଶନ କରିବା ପାଇଁ ବନ୍ୟଜନ୍ତୁମାନଙ୍କୁ, ଏବଂ ଧୂଳିରେ ଗୁରୁଣ୍ଡୁଥିବା ବିଷାକ୍ତ ପୋକଜୋକ ପଠାଇବି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ଵାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।

Viz kapitola kopírovat

ଓଡିଆ ବାଇବେଲ

24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେମାନେ କ୍ଷୁଧାରେ କ୍ଷୀଣ ହେବେ, ସେମାନେ ବ୍ୟାଧିର ଜ୍ୱାଳାରେ ଓ ବିଷାକ୍ତ ମହାମାରୀରେ ଗ୍ରାସିତ ହେବେ; ଆମ୍ଭେ ଧୂଳିର ଉରୋଗାମୀର ବିଷ ସହିତ ଜନ୍ତୁଗଣର ଦନ୍ତ ପଠାଇବା।

Viz kapitola kopírovat




ଦ୍ଵିତୀୟ ବିବରଣ 32:24

Následuj nás:

Reklamy


Reklamy