Online Bible

- Reklamy -




ଦ୍ଵିତୀୟ ବିବରଣ 32:25 - ପବିତ୍ର ବାଇବଲ

25 ରାସ୍ତାରେ ସୈନ୍ୟମାନେ ସେମାନଙ୍କୁ ହତ୍ୟା କରିବେ। ସେମାନଙ୍କ ଗୃହରେ ଭୟଙ୍କର କାର୍ଯ୍ୟମାନ ହେବ। ସୈନ୍ୟମାନେ ଯୁବକ ଓ ଯୁବତୀମାନଙ୍କୁ ହତ୍ୟା କରିବେ। ସେମାନେ ବୁଢ଼ା ଓ ପିଲାମାନଙ୍କୁ ହତ୍ୟା କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ବାହାରେ ଖଡ଼୍‍ଗ ଶୂନ୍ୟ କରିବ ଓ ଗୃହ ଭିତରେ ତ୍ରାସ; ତାହା ଯୁବା ଓ ଯୁବତୀ ଦୁହିଙ୍କି, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ଵକେଶ ବୃଦ୍ଧକୁ (ବିନାଶ କରିବ)।

Viz kapitola kopírovat

ଓଡିଆ ବାଇବେଲ

25 ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ବାହାରେ ଖଡ୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଁଙ୍କୁ, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।

Viz kapitola kopírovat




ଦ୍ଵିତୀୟ ବିବରଣ 32:25

Následuj nás:

Reklamy


Reklamy