Online Bible

- Reklamy -




ଦ୍ଵିତୀୟ ବିବରଣ 32:26 - ପବିତ୍ର ବାଇବଲ

26 “‘ଆମ୍ଭେ ଚିନ୍ତା କଲୁ ଇସ୍ରାଏଲୀୟମାନଙ୍କୁ ଧ୍ୱଂସ କରିବା ପାଇଁ। ତେଣୁ ଲୋକମାନେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଭୁଲିଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;

Viz kapitola kopírovat

ଓଡିଆ ବାଇବେଲ

26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏ କଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;

Viz kapitola kopírovat




ଦ୍ଵିତୀୟ ବିବରଣ 32:26

Následuj nás:

Reklamy


Reklamy