ଦ୍ଵିତୀୟ ବିବରଣ 32:27 - ପବିତ୍ର ବାଇବଲ27 କିନ୍ତୁ ଆମ୍ଭେ ଜାଣୁ ତାଙ୍କର ଶତ୍ରୁମାନେ କ’ଣ କହିବେ। ଶତ୍ରୁମାନେ ବୁଝି ପାରୁ ନ ଥିବେ। ସେମାନେ ଏପରି କହି ପାରନ୍ତି, “ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରି ନାହାନ୍ତି। ଆମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ଜିତିଛୁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitolaଓଡିଆ ବାଇବେଲ27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ। Viz kapitola |