Online Bible

- Reklamy -




ଦ୍ଵିତୀୟ ବିବରଣ 32:32 - ପବିତ୍ର ବାଇବଲ

32 ଏପରିକି ଆମ୍ଭର ଶତ୍ରୁଗଣ ତାହା ଜାଣନ୍ତି। ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର ସଦୋମ ଏବଂ ଗମୋରର ଦ୍ରାକ୍ଷା ତୁଲ୍ୟ। ସେମାନଙ୍କର ଦ୍ରାକ୍ଷାଫଳ ବିଷାକ୍ତ। ସେମାନଙ୍କର ଦ୍ରାକ୍ଷାଗୁଚ୍ଛସବୁ ତିକ୍ତ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ; ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ତା ତିକ୍ତ;

Viz kapitola kopírovat

ଓଡିଆ ବାଇବେଲ

32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;

Viz kapitola kopírovat




ଦ୍ଵିତୀୟ ବିବରଣ 32:32

Následuj nás:

Reklamy


Reklamy