ଦ୍ଵିତୀୟ ବିବରଣ 32:35 - ପବିତ୍ର ବାଇବଲ35 ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେମାନଙ୍କ ପାଦ ପିଚ୍ଛଳି ପଡ଼ିବା ବେଳେ ସମୁଚିତ ଦଣ୍ତ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି। Viz kapitolaଓଡିଆ ବାଇବେଲ35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।” Viz kapitola |