Online Bible

- Reklamy -

ଦ୍ଵିତୀୟ ବିବରଣ 32:36 - ପବିତ୍ର ବାଇବଲ

36 “ସଦାପ୍ରଭୁ ତାଙ୍କର ଲୋକମାନଙ୍କର ବିଗ୍ଭର କରିବେ। କାରଣ ସେମାନେ ତାଙ୍କର ଦାସ। ସଦାପ୍ରଭୁ ସେମାନଙ୍କୁ ବିନାଶ କରିବା ବିଷୟରେ ନିଜ ମନ ପରିବର୍ତ୍ତନ କରିବେ। କାରଣ ସେ ଦେଖିବେ ଯେ ତାଙ୍କର ଶକ୍ତି ଗ୍ଭଲିଯାଇଛି ଏବଂ ସେମାନେ କିଛି ନୁହଁ, କେବଳ ଆତ୍ମରକ୍ଷାହୀନ ଓ ଭୀତସ୍ରତ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।

Viz kapitola kopírovat

ଦ୍ଵିତୀୟ ବିବରଣ 32:36

Následuj nás:

Reklamy

Reklamy